123ArticleOnline Logo
Welcome to 123ArticleOnline.com!
ALL >> General >> View Article

ଆଜି ରାଜଧାନୀର ପ୍ରତିଷ୍ଠା ଦିବସ

Profile Picture
By Author: Argus News
Total Articles: 470
Comment this article
Facebook ShareTwitter ShareGoogle+ ShareTwitter Share

ଭୁବନେଶ୍ୱର: ଆଜି ରାଜଧାନୀର ପ୍ରତିଷ୍ଠା ଦିବସ । 76 ପୁରି 77 ବର୍ଷରେ ପାଦ ଥାପିଛି ଆମ ରାଜଧାନୀ ଭୁବନେଶ୍ୱର । ଆଜିର ଦିନରେ ଭୁବନେଶ୍ବର ସହର ତାର ପରିଚୟ ପାଇଥିଲା । ମନ୍ଦିରମାଳିନୀ ସହରରୁ ସ୍ମାର୍ଟସିଟିର ଲମ୍ବା ଯାତ୍ରା । ୧୯୪୮ ମସିହାରେ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ଆରମ୍ଭ ହୋଇଥିବା ଯାତ୍ରା ବର୍ତ୍ତମାନ ସ୍ମାର୍ଟ ସିଟିରେ ପହଁଚିଛି ।

୧୯୪୮ ଅପ୍ରେଲ ୧୩ରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହୁର ଭିତ୍ତି ପ୍ରସ୍ତର ସ୍ଥାପନ କରିଥିଲେ । ବିଗତ ୭6 ବର୍ଷ ମଧ୍ୟରେ ଭୁବନେଶ୍ୱର ଦେଖିଛି ଅନେକ ଅଭିବୃଦ୍ଧିର ...
... ବିବିଧତା ।
ଆଜି ରାଜଧାନୀର ପ୍ରତିଷ୍ଠା ଉତ୍ସବ ପାଇଁ ବିଧାନସଭା ଆଗରେ ଥିବା ରାଜଧାନୀ ଶିଳାନ୍ୟାସରେ ମାଲ୍ୟାର୍ପଣ ସହିତ ପତାକା ଉତ୍ତୋଳନ କାର୍ଯ୍ୟକ୍ରମ ରହିଛି । ଏହାପରେ ଅତିଥିଙ୍କ ଦ୍ୱାରା ସ୍ଥାନୀୟ ଜୟଦେବ ଭବନରେ ଏକ ସ୍ୱତନ୍ତ୍ର ଫଟୋଚିତ୍ର ପ୍ରଦର୍ଶନୀର ଉଦଘାଟନ କାର୍ଯ୍ୟକ୍ରମ ରହିଛି ।

ଭୁବନେଶ୍ୱରର ଇତିହାସ

ଦେଶର ପ୍ରଥମ ୪ଟି ଯୋଜନାବଦ୍ଧ ସହର ଭିତରେ ଭୁବନେଶ୍ବର ଥିଲା ଅନ୍ୟତମ। ଭୁବନେଶ୍ୱରରେ ଛଅଟି ୟୁନିଟ ଓ ପୁରୁଣା ଭୁବନେଶ୍ୱର ଅଞ୍ଚଳରେ ଏକ ବିଜ୍ଞାପିତ ଅଞ୍ଚଳ ହେବା ନେଇ ନକ୍ସାରେ ଥିଲା । ଏହି ଯୋଜନାକୁ "ଓଡ଼ିଶା ସହର ଯୋଜନା ଆଇନ" ୧୯୫୬ ଅନୁସାରେ କାର୍ଯ୍ୟକାରୀ କରାଗଲା । ଭୁବନେଶ୍ୱର ପାଇଁ ଜଣେ "ବିଶେଷ ଯୋଜନା ଅଧିକାରୀ"ଙ୍କୁ ନିଯୁକ୍ତ କରାଯାଇଥିଲା । ଦିନକୁ ଦିନ ଜନସଂଖ୍ୟା ବଢିଲା । ବଢୁଥିବା ଜନସଂଖ୍ୟା ସହ ପରବର୍ତ୍ତୀ ସମୟରେ, ଭୁବନେଶ୍ୱରରେ ମ୍ୟୁନିସିପାଲିଟି ଗଠନ ହେଲା । ଭୁବନେଶ୍ୱର ମୁନିସିପାଲିଟି ସହ ଖୋର୍ଦ୍ଧା, ଜଟଣୀ ବିଜ୍ଞାପିତ ଅଞ୍ଚଳକୁ ନେଇ "ଭୁବନେଶ୍ୱର ଆଞ୍ଚଳିକ ଉନ୍ନୟନ ସଂସ୍ଥା (ବ୍ରିଟ)" ଗଠନ ହେଲା । ପରେ ଭୁବନେଶ୍ୱରରେ ମ୍ୟୁନିସିପାଲ କର୍ପୋରେସନ ଓ ସନ୍ନିକଟ ଗାଁ ଗୁଡିକୁ ନେଇ ବିଡିଏ ଗଠନ କରାଗଲା । ସେପଟେ କଟକର କଳ୍ପିତ କଳେବର ବୃଦ୍ଧି ସମ୍ଭବ ନ ହେବାରୁ ଏକାମ୍ର କ୍ଷେତ୍ର ଭୁବନେଶ୍ୱରକୁ ନୂତନ ରାଜଧାନୀ କରିବାର ପ୍ରସ୍ତାବ ରଖାଯାଇ ୧୯୪୮ ଏପ୍ରିଲ ୧୩ ତାରିଖ ଦିନ ଶିଳାନ୍ୟାସ କାର୍ଯ୍ୟ ସମ୍ପନ୍ନ କରାଗଲା ।

ଆହୁରି ପଢନ୍ତୁ ଓଡିଶା ଖବର...

More About the Author

Abinash is a passionate digital marketing specialist. He is digitally savvy and loves to learn new things about the world of digital technology useful information.

Total Views: 385Word Count: 217See All articles From Author

Add Comment

General Articles

1. Mana Run Vizag 2026 Brings Vizag Together In A Celebration Of Fitness And Community
Author: Timing Technologies

2. Aldi Brand Growth And Marketing Strategy Analysis
Author: Actowiz Metrics

3. Performance Appraisal Methods: Effective Ways To Evaluate Employee Performance
Author: Rohit Yadav

4. Ai Voice Agent In India: How Heybol Is Changing Business Calls
Author: Heybol

5. Embrace The Absurdity: Your Guide To Conquering Drive Mad
Author: Joseph Barber

6. Dentist In Virar: Understanding Costs Before You Book
Author: pravindentalclinic

7. How Can Ai-ready Website Development Improve Online Visibility?
Author: DNA Digital Group

8. What Information Should You Give A Mold Inspector About Your Symptoms
Author: BayAreaMoldPros

9. India Vs Japan T20i 2026: Historic Cricket Clash Set For September 22
Author: Mike

10. A Quick Guide To Mobile App Backend Development
Author: brainbell10

11. Why Data Science Training Can Be Valuable For Personal And Professional Knowledge
Author: dhwani

12. How To Plan A Tire Rubber Crumb Plant Around The Product You Intend To Sell
Author: YUXI

13. What Is Slaked Lime And Why Is It Widely Used?
Author: shiviminerals

14. Beautiful Ram Site In Sitting Position For Your Home And Temple
Author: Ruhi

15. Time And Attendance Tracking: Improving Employee Time Management
Author: Rohit Yadav

Login To Account
Login Email:
Password:
Forgot Password?
New User?
Sign Up Newsletter
Email Address: