123ArticleOnline Logo
Welcome to 123ArticleOnline.com!
ALL >> General >> View Article

ରାଜ୍ୟରେ ଉପରମୁହାଁ ହେଲା ପାରଦ

Profile Picture
By Author: Argus News
Total Articles: 470
Comment this article
Facebook ShareTwitter ShareGoogle+ ShareTwitter Share

ଅର୍ଗସ ବ୍ୟୁରୋ: ଆଗକୁ ଅସହ୍ୟ ହେବ ତାତି। କାଳବୈଶାଖୀ ବର୍ଷା ପ୍ରଭାବରେ କିଛି ଦିନ ଆଶ୍ବସ୍ତି ମିଳିବା ପରେ ଏବେ ପୁଣି ବୃଦ୍ଧି ହୋଇଛି ତାପମାତ୍ରା। ଉପାନ୍ତରୁ ଉପକୂଳ ସୁବୁଠି ବଢିଛି ତାତି। ରାଜ୍ୟକୁ ଉତ୍ତର ପଶ୍ଚିମ ଦିଗରୁ ଗରମ ଓ ଶୁଷ୍କ ପବନ ପ୍ରବାହିତ ହେଉଥିବାରୁ ହିଟଓ୍ବେଭ୍ ସ୍ଥିତି ଦେଖାଦେବ। ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉପକୂଳରେ ବି ବଢିଲା ତାତି । ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ ନାହିଁ ନିସ୍ତାର। ୧୭ ରୁ ୨୦ ଆକାଶରୁ ବର୍ଷିବ ନିଆଁ। ଅଧିକାଂଶ ସହରରେ ୪୩ ରୁ ୪୫ ଡିଗ୍ରୀ ଛୁଇଁବ ତାପମାତ୍ରା। ଅସହ୍ୟ ପାଣିପାଗ ସ୍ଥିତି ...
... ପାଇଁ ସତର୍କ କଲା ପାଣିପାଗ କେନ୍ଦ୍ର । ଶରୀର ପାଇଁ ଘାତକ ହୋଇପାରେ ଉଷ୍ମ ଓ ଆର୍ଦ୍ର ପାଣିପାଗ। ରାଜ୍ୟର ଅଧିକାଂଶ ସ୍ଥାନରେ ହଟ୍ ଆଣ୍ଡ ହ୍ୟୂମିଡ କଣ୍ଡିସନ ଲାଗି ରହିଛି । ଆସନ୍ତା ୨୪ ଘଣ୍ଟାରେ ହଟ ଆଣ୍ଡ ହ୍ୟୁମିଡ଼ିଟି ସ୍ଥିତି ପାଇଁ ୟେଲୋଓ ଆଲଟ ଜାରି କରିଛି ପାଣିପାଗ ବିଭାଗ ।

ରାଜ୍ୟକୁ ଉତ୍ତର ପଶ୍ଚିମ ଦିଗରୁ ଗରମ ଓ ଶୁଷ୍କ ପବନ ପ୍ରବାହିତ ହେଉଥିବାରୁ ରାଜ୍ୟରେ ବଢିବ ତାପମାତ୍ରା । ବିଶେଷ କରି ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ହେବ। ସାଧାରଣ ଲୋକଙ୍କ ପାଇଁ ଉଚ୍ଚ ତାପମାତ୍ରା ସାଙ୍ଗକୁ ଗୁଳୁଗୁଳି ଘାତକ ସାଜିପାରେ ବୋଲି ସତର୍କ କରିଚି ପାଣିପାଗ କେନ୍ଦ୍ର। ଶରୀର ପାଇଁ ଘାତକ ହୋଇପାରେ ଉଷ୍ମ ଓ ଆର୍ଦ୍ର ପାଣିପାଗ। ୧୮ ତାରିଖ ପର୍ଯ୍ୟନ୍ତ ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ କେନ୍ଦୁଝର, ମୟୁରଭଂଜ, ଯାଜପୁର, ଢେ଼ଙ୍କାନାଳ, ଅନୁଗୁଳ, ନୟାଗଡ଼, ବୌଦ୍ଧ, କଟକ, କନ୍ଧମାଳ, କୋରାପୁଟ, ମାଲକାନଗିରି, ବାଲେଶ୍ଵର ଓ ଭଦ୍ରକ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। କାଳବୈଶାଖୀ ବର୍ଷା ପ୍ରଭାବରେ କିଛି ଦିନ ଆଶ୍ବସ୍ତି ମିଳିବା ପରେ ଏବେ ପୁଣି ବୃଦ୍ଧି ପାଇଛି ତାପମାତ୍ରା । ଉପାନ୍ତରୁ ଉପକୂଳ ସବୁଠି ହେବ ଗ୍ରୀଷ୍ମ ପ୍ରବାହ । ହିଟ ୱେବରେ ସର୍ତକ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

More About the Author

Abinash is a passionate digital marketing specialist. He is digitally savvy and loves to learn new things about the world of digital technology useful information.

Total Views: 318Word Count: 211See All articles From Author

Add Comment

General Articles

1. Mana Run Vizag 2026 Brings Vizag Together In A Celebration Of Fitness And Community
Author: Timing Technologies

2. Aldi Brand Growth And Marketing Strategy Analysis
Author: Actowiz Metrics

3. Performance Appraisal Methods: Effective Ways To Evaluate Employee Performance
Author: Rohit Yadav

4. Ai Voice Agent In India: How Heybol Is Changing Business Calls
Author: Heybol

5. Embrace The Absurdity: Your Guide To Conquering Drive Mad
Author: Joseph Barber

6. Dentist In Virar: Understanding Costs Before You Book
Author: pravindentalclinic

7. How Can Ai-ready Website Development Improve Online Visibility?
Author: DNA Digital Group

8. What Information Should You Give A Mold Inspector About Your Symptoms
Author: BayAreaMoldPros

9. India Vs Japan T20i 2026: Historic Cricket Clash Set For September 22
Author: Mike

10. A Quick Guide To Mobile App Backend Development
Author: brainbell10

11. Why Data Science Training Can Be Valuable For Personal And Professional Knowledge
Author: dhwani

12. How To Plan A Tire Rubber Crumb Plant Around The Product You Intend To Sell
Author: YUXI

13. What Is Slaked Lime And Why Is It Widely Used?
Author: shiviminerals

14. Beautiful Ram Site In Sitting Position For Your Home And Temple
Author: Ruhi

15. Time And Attendance Tracking: Improving Employee Time Management
Author: Rohit Yadav

Login To Account
Login Email:
Password:
Forgot Password?
New User?
Sign Up Newsletter
Email Address: