123ArticleOnline Logo
Welcome to 123ArticleOnline.com!
ALL >> General >> View Article

ଅଧିକରୁ ଅଧିକ ମତଦାନ ପାଇଁ ଅପିଲ୍ କଲେ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Profile Picture
By Author: Argus News
Total Articles: 470
Comment this article
Facebook ShareTwitter ShareGoogle+ ShareTwitter Share

ଅର୍ଗସ ବ୍ୟୁରୋ : ଅଧିକରୁ ଅଧିକ ମତଦାନ ପାଇଁ ମୋଦିଙ୍କ ଅପିଲ୍ । ଅଧିକରୁ ଅଧିକ ମତଦାନ ପାଇଁ ଅପିଲ୍ କଲେ ପ୍ରଧାନମନ୍ତ୍ରୀ । ଦେଶର ୧୦୨ ଲୋକସଭା ଆସନ ପାଇଁ ଚାଲିଛି ଭୋଟିଂ । ରେକର୍ଡ ସଂଖ୍ୟାରେ ମତଦାନ କରିବାକୁ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା । ‘ଯୁବ ଓ ପ୍ରଥମ ଥର ଭୋଟର ଅଧିକ ସଂଖ୍ୟାରେ ଭୋଟ୍ ଦିଅନ୍ତୁ’ । ପ୍ରତିଟି ଭୋଟ ମହତ୍ତ୍ଵପୂର୍ଣ୍ଣ, ପ୍ରତିଟି ମତ ଗୁରୁତ୍ବପୂର୍ଣ୍ଣ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ।

ସେପଟେ ଅଧିକରୁ ଅଧିକ ମତଦାନ ପାଇଁ ଅପିଲ୍ ବି କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଦେଶରେ ପ୍ରଥମ ...
... ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇସାରିଛି । ଦେଶର ୧୦୨ ଆସନ ପାଇଁ ଚାଲିଛି ମତଦାନ, ରେକର୍ଡ ସଂଖ୍ୟକ ଭୋଟ୍ ଦିଅନ୍ତୁ । ଯୁବ ଭୋଟର, ପ୍ରଥମ ଥର ଭୋଟ୍ ଦେଉଥିବା ଭୋଟର ସର୍ବାଧିକ ସଂଖ୍ୟାରେ ଭୋଟ୍ ଦିଅନ୍ତୁ । ଆପଣମାନଙ୍କ ମଧ୍ୟରୁ ଗୋଟିଏ ଭୋଟ୍ ଭାରତ ପାଇଁ ଏକ ଉଜ୍ବଳ ଭବିଷ୍ୟତ ନିଶ୍ଚିତ କରିବ ।

ଆଜିଠୁ ଆରମ୍ଭ ହେଉଛି ଗଣତନ୍ତ୍ରର ମହାପର୍ବ । ଦେଶରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠାରୁ ପଡ଼ୁଛି ଭୋଟ୍ । ପ୍ରଥମ ପର୍ଯ୍ୟାୟରେ ୧୭ ରାଜ୍ୟ ଓ ୪ କେନ୍ଦ୍ରଶାସିତ ଅଞ୍ଚଳର ମୋଟ୍ ୧୦୨ ସିଟ୍ ପାଇଁ ହେଉଛି ଭୋଟିଂ । ତାମିଲନାଡ଼ୁର ସମସ୍ତ ୩୯ ସିଟ୍, ରାଜସ୍ଥାନର ୧୨, ଉତ୍ତର ପ୍ରଦେଶର ୮, ମଧ୍ୟପ୍ରଦେଶର ୬, ଆସାମ-ମହାରାଷ୍ଟ୍ର-ଉତ୍ତରାଖଣ୍ଡର ୫ଟି ଲେଖାଏଁ ସିଟରେ ଭୋଟିଂ ହେବ । ସେହିପରି ପୁଡ଼ୁଚେରୀ, ଲାକ୍ଷାଦୀପ, ଜମ୍ମୁକାଶ୍ମୀର, ଆଣ୍ଡାମାନ ଓ ନିକୋବର ଦ୍ବୀପପୁଞ୍ଜର ଗୋଟିଏ ଲେଖାଏଁ ସିଟରେ ବି ମତଦାନ କରିବେ ଜନତା ।

ଅଧିକ ପଢନ୍ତୁ : ଦେଶରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠାରୁ ପଡ଼ୁଛି ଭୋଟ୍

ଏହାବାଦ ଛତିଶଗଡ଼ର ମାଓପ୍ରବଣ ବସ୍ତରରେ ବି ପ୍ରଥମ ପର୍ଯ୍ୟାୟରେ ଭୋଟ୍ ପଡ଼ିବ। ୧୦୨ଟି ଆସନରେ ମୋଟ୍ ୧୬୨୫ ଜଣ ପ୍ରାର୍ଥୀ ରହିଥିବା ବେଳେ ପୁରୁଷ ୧୪୯୧ ଓ ୧୩୪ ଜଣ ମହିଳା ପ୍ରାର୍ଥୀ ରହିଛନ୍ତି । ସେହିପରି କାଭାଁ ସ୍ଥାନକୁ ଛାଡ଼ିଦେଲେ ଅଧିକାଂଶ ଜାଗାରେ ସକାଳ ୭ଟାରୁ ସଂଧ୍ୟା ୬ଟା ଯାଏଁ ଚାଲିବ ମତଦାନ । ପ୍ରଥମ ପର୍ଯ୍ୟାୟରେ ମୋଟ୍ ୧୬.୬୩ କୋଟି ଭୋଟର୍ ରହିଛନ୍ତି ଯେଉଁମାନଙ୍କ ମଧ୍ୟରେ ରହିଛନ୍ତି ୮.୪ କୋଟି ପୁରୁଷ ଓ ୮.୨୩ କୋଟି ମହିଳା । ପାଖାପାଖି ୩୫ ଲକ୍ଷ ୬୭ ହଜାର ନୂଆ ଭୋଟର୍ ପ୍ରଥମ ପର୍ଯ୍ୟାୟରେ ମତଦାନ କରିବେ ।

More About the Author

Abinash is a passionate digital marketing specialist. He is digitally savvy and loves to learn new things about the world of digital technology useful information.

Total Views: 203Word Count: 253See All articles From Author

Add Comment

General Articles

1. Mana Run Vizag 2026 Brings Vizag Together In A Celebration Of Fitness And Community
Author: Timing Technologies

2. Aldi Brand Growth And Marketing Strategy Analysis
Author: Actowiz Metrics

3. Performance Appraisal Methods: Effective Ways To Evaluate Employee Performance
Author: Rohit Yadav

4. Ai Voice Agent In India: How Heybol Is Changing Business Calls
Author: Heybol

5. Embrace The Absurdity: Your Guide To Conquering Drive Mad
Author: Joseph Barber

6. Dentist In Virar: Understanding Costs Before You Book
Author: pravindentalclinic

7. How Can Ai-ready Website Development Improve Online Visibility?
Author: DNA Digital Group

8. What Information Should You Give A Mold Inspector About Your Symptoms
Author: BayAreaMoldPros

9. India Vs Japan T20i 2026: Historic Cricket Clash Set For September 22
Author: Mike

10. A Quick Guide To Mobile App Backend Development
Author: brainbell10

11. Why Data Science Training Can Be Valuable For Personal And Professional Knowledge
Author: dhwani

12. How To Plan A Tire Rubber Crumb Plant Around The Product You Intend To Sell
Author: YUXI

13. What Is Slaked Lime And Why Is It Widely Used?
Author: shiviminerals

14. Beautiful Ram Site In Sitting Position For Your Home And Temple
Author: Ruhi

15. Time And Attendance Tracking: Improving Employee Time Management
Author: Rohit Yadav

Login To Account
Login Email:
Password:
Forgot Password?
New User?
Sign Up Newsletter
Email Address: