123ArticleOnline Logo
Welcome to 123ArticleOnline.com!
ALL >> General >> View Article

ଆଜି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୬ ତମ ଜୟନ୍ତୀ

Profile Picture
By Author: Argus News
Total Articles: 470
Comment this article
Facebook ShareTwitter ShareGoogle+ ShareTwitter Share

“ପାଠ ପଢ଼ିବି ଓକିଲ ହେବି
ମଧୁବାବୁ ସଙ୍ଗେ ଲଢ଼ିବି।
ଜାତି ଡାକ ଶୁଣି ଛାତିଫୁଲେଇ ମୁଁ
କାଳିଆ ଘୋଡ଼ାରେ ଚଢ଼ିବି
ମଧୁବାବୁ ସଙ୍ଗେ ଲଢ଼ିବି ।”

ଅର୍ଗସ ବ୍ୟୁରୋ: ଆଜି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୬ ତମ ଜୟନ୍ତୀ । ଉତ୍କଳ ମାଟିର ସୁଯୋଗ୍ୟ ସନ୍ତାନ ଥିଲେ ମଧୁସୂଦନ ଦାସ । ତାଙ୍କ ଉଦ୍ୟମରେ ସ୍ୱତନ୍ତ୍ର ପ୍ରଦେଶ ଉତ୍କଳର ଗଠନ ହୋଇଥିଲା । ସେ ଥିଲେ ଜଣେ ସୁପ୍ରତିଷ୍ଠିତ ଓକିଲ, ସାହିତ୍ୟିକ, ସମାଜ ସେବକ, ଶିକ୍ଷକ । ୧୮୪୮ ମସିହା ଏପ୍ରିଲ୍ ୨୮ ତାରିଖରେ କଟକ ଜିଲ୍ଲାର ସତ୍ୟଭାମାପୁର ଗାଁର ଜଣେ ଜମିଦାର ପରିବାରରେ ମଧୁବାବୁ ଜନ୍ମ ଗ୍ରହଣ କରିଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ଓକିଲ ।

ତାଙ୍କ ବାପାଙ୍କ ନାମ ରଘୁନାଥ ଦାସ ଓ ମା’ଙ୍କ ନାମ ପାର୍ବତୀ ଦେବୀ ଥିଲା । ପିଲା ବେଳେ ମଧୁସୂଦନଙ୍କ ପ୍ରଥମ ନାମ ଥିଲା ଚୌଧୁରୀ ଗୋବିନ୍ଦ ବଲ୍ଲଭ ଦାସ । ପରେ ତାଙ୍କ ବାପା, ମାଆ ତାଙ୍କ ନାମକୁ ବଦଳାଇ ମଧୁସୂଦନ ରଖିଥିଲେ । ଓକିଲ ହେବାପରେ ମଧୁବାବୁ ପ୍ରଥମେ ଚବିଶ ପ୍ରଗଣା ଅନ୍ତର୍ଗତ ଆଲିପୁର କୋର୍ଟରେ ଓକିଲାତି ଆରମ୍ଭ କରିଥିଲେ । ୧୨ ସେପ୍ଟେମ୍ବର ୧୮୮୧ରେ କଲିକତାରୁ ଫେରି ସେ କଟକରେ ଓକିଲାତି କଲେ । ଓକିଲ ମହଲରେ ପ୍ରଥମେ ତାଙ୍କୁ ଅନେକ ପରିହାସର ସାମନା କରିବାକୁ ପଡ଼ିଥିଲା । କିନ୍ତୁ ଖଣ୍ଡପଡ଼ା ରାଜାଙ୍କ ମୋକଦ୍ଦମା, କେନ୍ଦୁଝରା ରାଜାଙ୍କ ମୋକଦ୍ଦମା, ଶ୍ରୀମନ୍ଦିର ପରିଚାଳନା ବିବାଦ ଭଳି କେତେକ ଜଟିଳ ମୋକଦ୍ଦମାରେ ନିଜର ଦକ୍ଷତାର ପରିଚୟ ଦେଇ ସେ ନିଜକୁ କଟକ ଓକିଲମାନଙ୍କ ଭିତରେ ଶ୍ରେଷ୍ଠ ପ୍ରମାଣିତ କରି ପାରିଥିଲେ ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

More About the Author

Abinash is a passionate digital marketing specialist. He is digitally savvy and loves to learn new things about the world of digital technology useful information.

Total Views: 217Word Count: 171See All articles From Author

Add Comment

General Articles

1. Osed Certification: Your Guide To Offensive Security Exploit Development And Online Training
Author: Passyourcert

2. Watershed Builders
Author: Watershed Builders

3. Best Diwali Gift Hampers To Celebrate The Festival
Author: Sumitsharma

4. Complete Guide To Bsc Courses, Specializations & Career Scope
Author: Vishal Yadav

5. Black Magic Specialist In Kuvempunagar Mysore
Author: Seoprojects295

6. Glass Beads Supplier In India: Types, Applications, Prices And Buying Guide
Author: Nitin Bhandari

7. How To Choose The Right Accountants In Liverpool For Your Small Business
Author: Nick Hughes

8. Web Scraping Starbucks Store Data Usa – 2026: U.s. Coffee Market Intelligence
Author: food data scrape

9. Largest Hotel Chains Revenue Leakage Protection Intelligence
Author: Travel Scrape

10. Negocio Pruvit México: Conoce La Oportunidad De Emprender
Author: michellumb44

11. 2027 Hyundai Tucson: Specs, Hybrid, Towing And Rival Showdown
Author: Panorica

12. The Train That Stopped At No Station – वह ट्रेन जो किसी स्टेशन पर नहीं रुकती थी
Author: Divem Sharma

13. World’s Utmost Biggest Human Rights Violations Being Done By Sahara India
Author: KRISHNA KUMAR CHATURVEDI

14. A Child's Health Begins With Their Mother's: The Importance Of Maternal Health
Author: Sima

15. Coach Number 13 – डिब्बा नंबर 13 का यात्री
Author: Divem Sharma

Login To Account
Login Email:
Password:
Forgot Password?
New User?
Sign Up Newsletter
Email Address: