123ArticleOnline Logo
Welcome to 123ArticleOnline.com!
ALL >> General >> View Article

ପୁଷ୍ପାଙ୍କ ନାମରେ ମାମଲା ରୁଜୁ, ଆଚାର ସଂହିତା ଉଲ୍ଲଙ୍ଘନ କରିଥିବା ଅଭିଯୋଗ

Profile Picture
By Author: Argus News
Total Articles: 470
Comment this article
Facebook ShareTwitter ShareGoogle+ ShareTwitter Share

ଅର୍ଗସ ବ୍ୟୁରୋ: ସାଉଥ୍ ଫିଲ୍ମ ଇଣ୍ଡଷ୍ଟ୍ରିର ସୁପରଷ୍ଟାର ଅଲ୍ଲୁ ଅର୍ଜୁନ । ତାଙ୍କୁ କିଏ ବା ନଜାଣେ। ହେଲେ ତାଙ୍କ ପ୍ରଶଂସକଙ୍କ ପାଇଁ ଦୁଃଖ ଖବର। କାହିଁକି ନା ଅଲ୍ଲୁଙ୍କ ନାମରେ ମାମଲା ରୁଜୁ ହୋଇଛି। ଏବେ ଆପଣଙ୍କ ମନରେ ପ୍ରଶ୍ନ ଆସୁଥିବ ଯେ, ଅଲ୍ଲୁ ଅର୍ଜୁନ କରିଛନ୍ତି କଣ ? ଯେଉଁଥି ପାଇଁ ତାଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ଅଲ୍ଲୁଙ୍କର ଅନେକ ଫ୍ୟାନ ଫଲୋଅର୍ସ ଅଛନ୍ତି । ତାଙ୍କର ଗୋଟିଏ ଝଲକ ପାଇବା ପାଇଁ ହଜାର ସଂଖ୍ୟାରେ ଲୋକଙ୍କ ଭିଡ଼ ଦେଖିବାକୁ ମିଳିଥାଏ । ଶନିବାର ଅଲ୍ଲୁ ଅର୍ଜୁନ ଆନ୍ଧ୍ରପ୍ରଦେଶର ନନ୍ଦୟାଲ ସ୍ଥିତ ତାଙ୍କ MLA ସାଙ୍ଗ ଘରକୁ ନିର୍ବାଚନ ପାଇଁ ସମର୍ଥନ ଜଣାଇବାକୁ ଯାଇଥିଲେ । ତେବେ YSRCP ପାଇଁ ପ୍ରଚାର କରିଥିବାରୁ ଅଲ୍ଲୁ ଅର୍ଜୁନଙ୍କ ବିରୋଧରେ ଆଚାର ସଂହିତା ଉଲ୍ଲଙ୍ଘନ କରିଥିବା ନେଇ ଏକ ମାମଲା ରୁଜୁ କରାଯାଇଛି ।

ଏଥିମଧ୍ୟରେ ଅଲୁ ଅର୍ଜୁନ ପ୍ରଚାରର ଶେଷ ଦିନରେ ନନ୍ଦୟାଲ ସ୍ଥିତ ତାଙ୍କ ଘନିଷ୍ଠ ବନ୍ଧୁ ତଥା YSRCP ରବି ଚନ୍ଦ୍ର କିଶୋର ରେଡ୍ଡୀଙ୍କ ଘରକୁ ଯାଇଥିଲେ । ସେଠାରେ ଅଲ୍ଲୁ ଅର୍ଜୁନଙ୍କୁ ଦେଖି ପ୍ରଶଂସକଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଥିଲା । ପରେ ବଡିଗାର୍ଡ଼ଙ୍କ ସାହାଯ୍ୟରେ ତାଙ୍କୁ ସୁରକ୍ଷିତ ରବି ଚନ୍ଦ୍ରଙ୍କ ଘର ବାଲକୋନୀକୁ ନିଆଯାଇଥିଲା । ପରେ ଅଲ୍ଲୁ ଅର୍ଜୁନ, ରବି ଚନ୍ଦ୍ର ଏବଂ ତାଙ୍କ ପତ୍ନୀ ସ୍ନେହା ରେଡ୍ଡୀ ବାଲକୋନୀରେ ପ୍ରଶଂସକଙ୍କୁ ଭେଟିଥିଲେ । ଆନ୍ଧ୍ରପ୍ରଦେଶର ୨୫ଟି ଲୋକସଭା ଆସନ ପାଇଁ ମେ ୧୩ରେ ୪ର୍ଥ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ ।

ଅଧିକ ପଢ଼ନ୍ତୁ ମନୋରଞ୍ଜନ ଖବର:

More About the Author

Abinash is a passionate digital marketing specialist. He is digitally savvy and loves to learn new things about the world of digital technology useful information.

Total Views: 203Word Count: 167See All articles From Author

Add Comment

General Articles

1. Mana Run Vizag 2026 Brings Vizag Together In A Celebration Of Fitness And Community
Author: Timing Technologies

2. Aldi Brand Growth And Marketing Strategy Analysis
Author: Actowiz Metrics

3. Performance Appraisal Methods: Effective Ways To Evaluate Employee Performance
Author: Rohit Yadav

4. Ai Voice Agent In India: How Heybol Is Changing Business Calls
Author: Heybol

5. Embrace The Absurdity: Your Guide To Conquering Drive Mad
Author: Joseph Barber

6. Dentist In Virar: Understanding Costs Before You Book
Author: pravindentalclinic

7. How Can Ai-ready Website Development Improve Online Visibility?
Author: DNA Digital Group

8. What Information Should You Give A Mold Inspector About Your Symptoms
Author: BayAreaMoldPros

9. India Vs Japan T20i 2026: Historic Cricket Clash Set For September 22
Author: Mike

10. A Quick Guide To Mobile App Backend Development
Author: brainbell10

11. Why Data Science Training Can Be Valuable For Personal And Professional Knowledge
Author: dhwani

12. How To Plan A Tire Rubber Crumb Plant Around The Product You Intend To Sell
Author: YUXI

13. What Is Slaked Lime And Why Is It Widely Used?
Author: shiviminerals

14. Beautiful Ram Site In Sitting Position For Your Home And Temple
Author: Ruhi

15. Time And Attendance Tracking: Improving Employee Time Management
Author: Rohit Yadav

Login To Account
Login Email:
Password:
Forgot Password?
New User?
Sign Up Newsletter
Email Address: