123ArticleOnline Logo
Welcome to 123ArticleOnline.com!
ALL >> General >> View Article

ବିଭାଗ ମିଳିବା ପରେ ଦାୟିତ୍ୱ ଗ୍ରହଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

Profile Picture
By Author: Argus News
Total Articles: 470
Comment this article
Facebook ShareTwitter ShareGoogle+ ShareTwitter Share

ଅର୍ଗସ ବ୍ୟୁରୋ: ବିଭାଗ ମିଳିବା ପରେ ଦାୟିତ୍ୱ ଗ୍ରହଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ରେଳ ମନ୍ତ୍ରାଳୟରେ ପହଞ୍ଚି କାର୍ଯ୍ୟଭାର ନେଇଛନ୍ତି । ରେଳ ମନ୍ତ୍ରାଳୟରେ ଅଶ୍ୱିନୀ ବୈଷ୍ଣବଙ୍କୁ ଫୁଲ ତୋଡା ଓ କରତାଳି ସହ ସ୍ୱାଗତ କରାଯାଇଛି ।

ଦାୟିତ୍ୱ ନେବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ରଖି କେନ୍ଦ୍ରମନ୍ତ୍ରୀ କହିଛନ୍ତି, ଦେଶବାସୀ ପୁଣିଥରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଉପରେ ଭରସା କରିଛନ୍ତି । ରେଳ ବିଭାଗ ଆଗରେ ଆଗକୁ ଅନେକ ଆହ୍ୱାନ ଅଛି । ଗତ ୧୦ ବର୍ଷରେ ମୋଦୀ ସରକାର ରେଳ ବିଭାଗକୁ ଅନେକ ଆଗକୁ ନେଇଛନ୍ତି । ଏହି ପ୍ରକ୍ରିୟା ଆଗାମୀ ଦିନରେ ବି ଜାରି ରହିବ ବୋଲି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି । ରେଳ ବିଭାଗ ସହ ସୂଚନା ଓ ପ୍ରସାରଣ ବିଭାଗ ମଧ୍ୟ ମିଳିଛି ଅଶ୍ୱିନୀ ବୈଷ୍ଣବଙ୍କୁ ମିଳିଛି ।

ସେହିପରି କେନ୍ଦ୍ରମନ୍ତ୍ରୀ ଏସ୍. ଜୟଶଙ୍କର ମଧ୍ୟ ନିଜ ମନ୍ତ୍ରାଳୟରେ ପହଞ୍ଚି ଦାୟିତ୍ୱ ନେଇଛନ୍ତି । ବୈଦେଶିକ ବ୍ୟାପାର ମନ୍ତ୍ରାଳୟ ଦାୟିତ୍ୱ ଦ୍ୱିତୀୟ ଥର ପାଇଁ ଗ୍ରହଣ କରିଛନ୍ତି ଜୟଶଙ୍କର । ଦାୟିତ୍ୱ ଗ୍ରହଣ କରିବା ପରେ ଜୟଶଙ୍କର କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦୀଙ୍କ ପ୍ରତିନିଧିତ୍ୱରେ ଭାରତର ବୈଦେଶିକ ନୀତି ଅନେକ ଆଗକୁ ଯାଇଛି । ତୃତୀୟ ଥର ପାଇଁ ଭାରତର ନେତୃତ୍ୱ ନେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ଆଗକୁ ଭାରତର ବୈଦେଶିକ ନୀତି ଆହୁରି ସଫଳ ହେବ ବୋଲି ଆଶା ରଖିଛନ୍ତି ଜୟଶଙ୍କର।

ଅଧିକ ପଢ଼ନ୍ତୁ ଭାରତ ଖବର

More About the Author

Abinash is a passionate digital marketing specialist. He is digitally savvy and loves to learn new things about the world of digital technology useful information.

Total Views: 178Word Count: 151See All articles From Author

Add Comment

General Articles

1. Osed Certification: Your Guide To Offensive Security Exploit Development And Online Training
Author: Passyourcert

2. Watershed Builders
Author: Watershed Builders

3. Best Diwali Gift Hampers To Celebrate The Festival
Author: Sumitsharma

4. Complete Guide To Bsc Courses, Specializations & Career Scope
Author: Vishal Yadav

5. Black Magic Specialist In Kuvempunagar Mysore
Author: Seoprojects295

6. Glass Beads Supplier In India: Types, Applications, Prices And Buying Guide
Author: Nitin Bhandari

7. How To Choose The Right Accountants In Liverpool For Your Small Business
Author: Nick Hughes

8. Web Scraping Starbucks Store Data Usa – 2026: U.s. Coffee Market Intelligence
Author: food data scrape

9. Largest Hotel Chains Revenue Leakage Protection Intelligence
Author: Travel Scrape

10. Negocio Pruvit México: Conoce La Oportunidad De Emprender
Author: michellumb44

11. 2027 Hyundai Tucson: Specs, Hybrid, Towing And Rival Showdown
Author: Panorica

12. The Train That Stopped At No Station – वह ट्रेन जो किसी स्टेशन पर नहीं रुकती थी
Author: Divem Sharma

13. World’s Utmost Biggest Human Rights Violations Being Done By Sahara India
Author: KRISHNA KUMAR CHATURVEDI

14. A Child's Health Begins With Their Mother's: The Importance Of Maternal Health
Author: Sima

15. Coach Number 13 – डिब्बा नंबर 13 का यात्री
Author: Divem Sharma

Login To Account
Login Email:
Password:
Forgot Password?
New User?
Sign Up Newsletter
Email Address: