123ArticleOnline Logo
Welcome to 123ArticleOnline.com!
ALL >> General >> View Article

୧୨ ତାରିଖରେ ଶପଥ ନେବେ ନୂଆ ମୁଖ୍ୟମନ୍ତ୍ରୀ : ନୂଆ ମନ୍ତ୍ରିମଣ୍ଡଳରେ କିଏ ପାଇବ ସ୍ଥାନ

Profile Picture
By Author: Argus News
Total Articles: 470
Comment this article
Facebook ShareTwitter ShareGoogle+ ShareTwitter Share

ଅର୍ଗସ ବ୍ୟୁରୋ: ବୁଧବାର ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବେ। ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ କଳ୍ପନା ଜଳ୍ପନା ଲାଗି ରହିଥିବାବେଳେ, ଏବେ ଚର୍ଚ୍ଚା କାହାକୁ ମିଳିବ ମନ୍ତ୍ରିମଣ୍ଡଳରେ ସ୍ଥାନ। ଓଡ଼ିଶା ଦେଖିବ ନୂଆ ସରକାର।

ଆଉ ୨୪ ଘଣ୍ଟା ଭିତରେ ଓଡ଼ିଶାରେ ନୂଆ ବିଜେପି ସରକାର । ଶପଥ ଗ୍ରହଣ ସମାରୋହ ପାଇଁ ଭୁବନେଶ୍ବର ଜନତା ମୈଦାନରେ ଚୁଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ପ୍ରସ୍ତୁତି । ଆଜି ବିଧାୟକ ଦଳ ବୈଠକରେ ନେତା ଚୟନ ସହ ରାଜ୍ୟର ପ୍ରଥମ ବିଜେପି CMଙ୍କ ନାଁ ଚର୍ଚ୍ଚା ଉପରେ ପୂର୍ଣ୍ଣଚ୍ଛେଦ ପଡ଼ିବ । ଏଥିପାଇଁ ଦଳ ପକ୍ଷରୁ ଦୁଇ କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂହ ଓ ଭୂପେନ୍ଦ୍ର ଯାଦବଙ୍କୁ ପାଇଁ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯାଇଛି। ଦଳର ଅନେକ ବରିଷ୍ଠ ନେତା ରେସ୍‌ରେ ଥିବାବେଳେ ବିଧାୟକ ଦଳ ବୈଠକ ପରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା ହୋଇପାରେ।

ଆସନ୍ତାକାଲି ରୋଡ ଶୋ'ରେ ଯାଇ ଶପଥ ସମାରୋହରେ ସାମିଲ ହେବେ ପ୍ରଧାନମନ୍ତ୍ରୀ ମୋଦି । ପ୍ରଧାନମନ୍ତ୍ରୀଙ୍କ ସମେତ ଏକାଧିକ କେନ୍ଦ୍ରମନ୍ତ୍ରୀ, ୫ରୁ ଅଧିକ ରାଜ୍ୟର ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ ସମାରୋହରେ ସାମିଲ ହେବେ । ଆସନ୍ତାକାଲି ଅପରାହ୍ନ ୨ଟା ୧୦ ମିନିଟରେ ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ । ସେଠାରୁ ରାଜଭବନ ଯାଇ ସେଠାରେ ୨ ଘଣ୍ଟା ରହିବା ପରେ ୪ ଟା ୩୦ରେ ରାଜଭବନରୁ ବାହାରି ଜନତା ମୈଦାନରେ ପହଞ୍ଚିବେ । ଶପଥ ଗ୍ରହଣ ସମାରୋହ ପାଇଁ ଜନତା ମୈଦାନ ସୁରକ୍ଷାର ପ୍ରତିଟି ଦିଗ ଉପରେ କମିସନରେଟ୍‌ ନଜର ରଖିଛି। ସମ୍ପୂର୍ଣ୍ଣ ଜନତା ମୈଦାନକୁ ସିସିଟିଭି ନଜରରେ ରଖାଯାଇଥିବା ବେଳେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।

ଅଧିକ ପଢ଼ନ୍ତୁ ରାଜନୀତି ଖବର

More About the Author

Abinash is a passionate digital marketing specialist. He is digitally savvy and loves to learn new things about the world of digital technology useful information.

Total Views: 234Word Count: 175See All articles From Author

Add Comment

General Articles

1. Osed Certification: Your Guide To Offensive Security Exploit Development And Online Training
Author: Passyourcert

2. Watershed Builders
Author: Watershed Builders

3. Best Diwali Gift Hampers To Celebrate The Festival
Author: Sumitsharma

4. Complete Guide To Bsc Courses, Specializations & Career Scope
Author: Vishal Yadav

5. Black Magic Specialist In Kuvempunagar Mysore
Author: Seoprojects295

6. Glass Beads Supplier In India: Types, Applications, Prices And Buying Guide
Author: Nitin Bhandari

7. How To Choose The Right Accountants In Liverpool For Your Small Business
Author: Nick Hughes

8. Web Scraping Starbucks Store Data Usa – 2026: U.s. Coffee Market Intelligence
Author: food data scrape

9. Largest Hotel Chains Revenue Leakage Protection Intelligence
Author: Travel Scrape

10. Negocio Pruvit México: Conoce La Oportunidad De Emprender
Author: michellumb44

11. 2027 Hyundai Tucson: Specs, Hybrid, Towing And Rival Showdown
Author: Panorica

12. The Train That Stopped At No Station – वह ट्रेन जो किसी स्टेशन पर नहीं रुकती थी
Author: Divem Sharma

13. World’s Utmost Biggest Human Rights Violations Being Done By Sahara India
Author: KRISHNA KUMAR CHATURVEDI

14. A Child's Health Begins With Their Mother's: The Importance Of Maternal Health
Author: Sima

15. Coach Number 13 – डिब्बा नंबर 13 का यात्री
Author: Divem Sharma

Login To Account
Login Email:
Password:
Forgot Password?
New User?
Sign Up Newsletter
Email Address: