123ArticleOnline Logo
Welcome to 123ArticleOnline.com!
ALL >> General >> View Article

ଅସହ୍ୟ ଗୁଳୁଗୁଳିରୁ କେମିତି ପାଇବେ ରକ୍ଷା ଜାଣନ୍ତୁ..

Profile Picture
By Author: Argus News
Total Articles: 470
Comment this article
Facebook ShareTwitter ShareGoogle+ ShareTwitter Share

ଅର୍ଗସ ବ୍ୟୁରୋ: ରାଜ୍ୟରେ ଅସହ୍ୟ ତାତି ସାଙ୍ଗକୁ ଗୁଳୁଗୁଳି ବଢ଼ୁଛି। ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ସକାଳୁ ୮ଟାରୁ ଖରା ଆସିଯାଉଛି ଯେ, ସନ୍ଧ୍ୟା ୬ ଟା ନହେଲେ ଅସ୍ତ ହେଉନାହିଁ। କିଛି ସ୍ଥାନରେ ୪୫ ରୁ ୫୦ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ମଧ୍ୟ ରେକର୍ଡ କରାଯାଇଛି । ଅତ୍ୟଧିକ ଗରମ ବୃଦ୍ଧି ପାଉଥିବାରୁ ଲୋକମାନେ ଘରୁ ବାହାରିବା ପାଇଁ ଇଚ୍ଛା ପ୍ରକାଶ କରୁ ନାହାଁନ୍ତି । ଏହି ସମସ୍ୟାରୁ ବର୍ତ୍ତିବା ପାଇଁ ଆପଣ ପ୍ରଚୁର ମାତ୍ରାରେ ପାଣି, ସରବତ କିମ୍ବା ଘୋଳ ଦହି ସେବନ କରିବା ଉଚିତ । ଘୋଳ ଦହିରେ ଭିଟାମିନ୍ –ବି, ପ୍ରୋଟିନ୍‌, କ୍ୟାଲସିୟମ ଏବଂ ପୋଟାସିୟମ ଭଳି ପୋଷକ ତତ୍ୱ ଶରୀରକୁ ଡିଟକ୍ସିଫାଇ କରିବାରେ ସହାୟକ ହୋଇଥାଏ । ଏହା ବ୍ୟତୀତ ଅନେକ ଚର୍ମ ସମସ୍ୟାରୁ ରକ୍ଷା କରି ତ୍ୱଚାର ଚମକ ବୃଦ୍ଧି କରିଥାଏ ।

ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ଅନୁଯାୟୀ ଡିହାଇଡ୍ରେସନରୁ ରକ୍ଷା ପାଇବା ପାଇଁ ଘୋଳ ଦହି ରାମବାଣ ସଦୃଶ ଅଟେ । ଘୋଳ ଦହିରେ ପ୍ରଚୁର ମାତ୍ରାରେ ମିନେରାଲସ, ଭିଟାମିନସ, କ୍ୟାଲସିୟମ, ପ୍ରୋଟିନ ଏବଂ ପ୍ରୋବାୟୋଟିକ ରହିଛି । ଘରେ ଘୋଳ ଦହି ତିଆରି କରୁଥିଲେ ଏହାକୁ ଆହୁରି ସ୍ୱାଦିଷ୍ଟ କରିବା ପାଇଁ ଏଥିରେ ଆବଶ୍ୟକ ମୁତାବକ ଜିରା ଗୁଣ୍ଡ, ପୋଦିନା ଏବଂ ସାମାନ୍ୟ ଲୁଣ ମିଶେଇ ପିଇପାରିବେ । ଏହା ଶରୀରକୁ ଶୀତଳତା ପ୍ରଦାନ କରିଥାଏ । ଘୋଳ ଦହିରେ ଥିବା ହେଲ୍‌ଦୀ ବ୍ୟାକ୍ଟେରିଆ, କାର୍ବୋହାଇଡ୍ରେଟ୍ ଏବଂ ଲାକ୍ଟୋଜ୍ ଶରୀରରେ ରୋଗ ପ୍ରତିରୋଧକ ଶକ୍ତିକୁ ବୃଦ୍ଧି କରିଥାଏ । ଏହାର ନିୟମିତ ସେବନ ଦ୍ୱାରା ଶରୀରର ଶକ୍ତି ବୃଦ୍ଧି ହୋଇଥାଏ । ପାଚନ ଜନିତ ସବୁ ସମସ୍ୟା ଦୂର ହୋଇଥାଏ ।

ଅଧିକ ପଢ଼ନ୍ତୁ ଜୀବନଶୈଳୀ ଖବର:

More About the Author

Abinash is a passionate digital marketing specialist. He is digitally savvy and loves to learn new things about the world of digital technology useful information.

Total Views: 238Word Count: 181See All articles From Author

Add Comment

General Articles

1. In7 App Download: A Complete Guide To In7 Games Online
Author: neetu

2. The Train That Never Stopped – वह ट्रेन जो कभी नहीं रुकी
Author: Divem Sharma

3. Forging Ingots Vs Continuous Cast Billets: Which One Should Your Forging Shop Actually Buy?
Author: Kesari Alloys

4. Pm Surya Ghar Subsidy Amount For Residential Solar Installations
Author: Zrn Solar

5. 5 Powerful Health Benefits Of Including Fish In Your Diet
Author: meatgenie

6. Hotel Competitive Pricing Analysis Across Major Otas
Author: Travel Scrape

7. How Data Science Courses Help Learners Build A Strong Foundation
Author: Vaishnavi

8. Eco Friendly Ganesha Idols - Ganesh Chaturthi 2026 Collection
Author: Satvik

9. Taobao Brand-store Data Collection For An Eu Client
Author: Actowiz Solution

10. Top Bpo Project Provider In India: Why Businesses Choose Zoetic Bpo Services
Author: kajal

11. 10 Essential Features To Look For In A Work Management App
Author: Rohit Yadav

12. Key Properties Of Monel 400 Flanges You Should Know
Author: Ashish

13. Why Digital Gold Is Changing The Way Indians Own Gold
Author: Gold Bites

14. Gold Sip For Beginners: A Simple Way To Start Saving In Gold
Author: Gold Bites

15. Boost Local Search Visibility Through Professional Locksmith Seo Services And Local Seo For Locksmiths Success
Author: Rebecca Smith

Login To Account
Login Email:
Password:
Forgot Password?
New User?
Sign Up Newsletter
Email Address: