123ArticleOnline Logo
Welcome to 123ArticleOnline.com!
ALL >> General >> View Article

ଖାଦ୍ୟ ଓ ଯୋଗାଣ ମନ୍ତ୍ରୀଙ୍କ କଡ଼ା ଚେତାବନୀ

Profile Picture
By Author: Argus News
Total Articles: 470
Comment this article
Facebook ShareTwitter ShareGoogle+ ShareTwitter Share

ଭୁବନେଶ୍ୱର: ଖାଦ୍ୟ ଓ ଯୋଗାଣ ମନ୍ତ୍ରୀଙ୍କ କଡ଼ା ଚେତାବନୀ । ବଜାରରେ ଅତ୍ୟାବଶ୍ୟକ ସାମଗ୍ରୀର ଦରବୃଦ୍ଧି ପ୍ରସଙ୍ଗରେ ଚେତାବନୀ ଶୁଣାଇଲେ ବିଭାଗୀୟ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଯେଉଁ ଅସାଧୁ ବ୍ୟବସାୟୀ ମାନେ କୁତ୍ରିମ ଅଭାବ ସୃଷ୍ଟି କରୁଛନ୍ତି ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏଥି ସହିତ ସମସ୍ତ ଯୋଗାଣ ଅଧିକାରୀ ମାନଙ୍କୁ କ୍ବାଲିଟି ଓ ମାପଦଣ୍ଡ ଉପରେ ମଧ୍ୟ ଗ୍ରାଉଣ୍ଡ କୁ ଯାଇ ତଦାରଖ କରିବା ପାଇଁ ନିର୍ଦେଶ ଦେଇଛନ୍ତି ।

ସେହିପରି ଚାଷୀଙ୍କ ଧାନ କିଣିଲା ବେଳେ କୌଣସି ମିଲର କଟନୀ ଛଟନୀ କରି ପାରିବେ ନାହିଁ । 48ଘଣ୍ଟାରେ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ଯିବ । କୁଇଣ୍ଟାଲ ପିଛା 31ଶହ ଟଙ୍କାରେ ଧାନ କିଣାଯିବ ସେଥିପାଇଁ କମିଟି ଗଠନ ହୋଇଛି । ଚାଷୀଙ୍କୁ ହଇରାଣ କଲେ ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠାନ । ଏହାସହ ରାଜ୍ୟରେ ପ୍ରଥମ ଥର ପାଇଁ ଚାଉଳ ATM ଖୋଲାଯିବ । ଭୁବନେଶ୍ବରରେ ସପ୍ତାହ ଭିତରେ ଖୋଲିବ ଚାଉଳ ATM । ରାସନ କାର୍ଡ ହିତାଧିକାରୀଙ୍କୁ ଚାଉଳ ATM କାର୍ଡ ଦିଆଯିବ । ସାରା ଭାରତରେ ଏହି କାର୍ଡ ବ୍ୟବହାର ହୋଇ ପାରିବ। ପରବର୍ତ୍ତୀ ପର୍ଯ୍ୟାୟ ରେ ପ୍ରତି ଜିଲ୍ଲାରେ ଗୋଟିଏ ଗୋଟିଏ ଚାଉଳ ATM ସେଣ୍ଟର ଖୋଲାଯିବ ବୋଲି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କହିଛନ୍ତି ।

ଅଧିକ ପଢନ୍ତୁ ଓଡ଼ିଶା ଖବର

More About the Author

Abinash is a passionate digital marketing specialist. He is digitally savvy and loves to learn new things about the world of digital technology useful information.

Total Views: 174Word Count: 149See All articles From Author

Add Comment

General Articles

1. In7 App Download: A Complete Guide To In7 Games Online
Author: neetu

2. The Train That Never Stopped – वह ट्रेन जो कभी नहीं रुकी
Author: Divem Sharma

3. Forging Ingots Vs Continuous Cast Billets: Which One Should Your Forging Shop Actually Buy?
Author: Kesari Alloys

4. Pm Surya Ghar Subsidy Amount For Residential Solar Installations
Author: Zrn Solar

5. 5 Powerful Health Benefits Of Including Fish In Your Diet
Author: meatgenie

6. Hotel Competitive Pricing Analysis Across Major Otas
Author: Travel Scrape

7. How Data Science Courses Help Learners Build A Strong Foundation
Author: Vaishnavi

8. Eco Friendly Ganesha Idols - Ganesh Chaturthi 2026 Collection
Author: Satvik

9. Taobao Brand-store Data Collection For An Eu Client
Author: Actowiz Solution

10. Top Bpo Project Provider In India: Why Businesses Choose Zoetic Bpo Services
Author: kajal

11. 10 Essential Features To Look For In A Work Management App
Author: Rohit Yadav

12. Key Properties Of Monel 400 Flanges You Should Know
Author: Ashish

13. Why Digital Gold Is Changing The Way Indians Own Gold
Author: Gold Bites

14. Gold Sip For Beginners: A Simple Way To Start Saving In Gold
Author: Gold Bites

15. Boost Local Search Visibility Through Professional Locksmith Seo Services And Local Seo For Locksmiths Success
Author: Rebecca Smith

Login To Account
Login Email:
Password:
Forgot Password?
New User?
Sign Up Newsletter
Email Address: