123ArticleOnline Logo
Welcome to 123ArticleOnline.com!
ALL >> General >> View Article

ଏମପିଲାଡ୍ କାର୍ଯ୍ୟକ୍ରମ ପାଇଁ ସମ୍ବଲପୁରକୁ ନୋଡାଲ୍ ଜିଲ୍ଲା ଭାବେ ଚୟନ କଲେ ଧର୍ମେନ୍ଦ୍ର ପ୍ରଧାନ

Profile Picture
By Author: Argus News
Total Articles: 470
Comment this article
Facebook ShareTwitter ShareGoogle+ ShareTwitter Share

ନୂଆଦିଲ୍ଲୀ/ଭୁବନେଶ୍ୱର: ମାନନୀୟ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ ନିଜ ସାଂସଦ ସ୍ଥାନୀୟ କ୍ଷେତ୍ର ବିକାଶ ଯୋଜନା ତଥା ଏମପିଲାଡ୍ କାର୍ଯ୍ୟକ୍ରମ ପାଇଁ ସମ୍ବଲପୁରକୁ ନୋଡାଲ୍ ଜିଲ୍ଲା ଭାବରେ ଚୟନ କରିଛନ୍ତି । ଏ ନେଇ ଭାରତ ସରକାରଙ୍କ ଷ୍ଟାଟିଷ୍ଟିକ୍ସ ଏବଂ କାର୍ଯ୍ୟକ୍ରମ କ୍ରିୟାନ୍ୱୟନ ମନ୍ତ୍ରଣାଳୟ ଅନ୍ତର୍ଗତ ଏମପିଲାଡ୍ ଡିଭିଜନ ପକ୍ଷରୁ ଏକ ପତ୍ର ଜରିଆରେ ଅବଗତ କରାଯାଇଛି । ସମ୍ବଲପୁର ଲୋକସଭା ସାଂସଦ ଭାବରେ କେନ୍ଦ୍ରମନ୍ତ୍ରୀ ସମ୍ବଲପୁରକୁ ନୋଡାଲ ଜିଲ୍ଲା ଭାବରେ ଚୟନ କରିଛନ୍ତି । ସମ୍ବଲପୁର ସଂସଦୀୟ କ୍ଷେତ୍ର ଅଧୀନରେ ଅନୁଗୋଳ ଏବଂ ଦେବଗଡ ଜିଲ୍ଲା ଆସୁଅଛି । ସମ୍ବଲପୁର ସମେତ ଅନୁଗୋଳ ଓ ଦେବଗଡରେ ବହୁ ଉନ୍ନୟନମୂଳକ କାର୍ଯ୍ୟକ୍ରମ ହେବା ସହ ବିକାଶମୂଳକ କାର୍ଯ୍ୟ ତ୍ୱରାନ୍ୱିତ ହେବ ।

ଉଲ୍ଲେଖନୀୟ ଯେ, ଏମପିଲାଡ଼୍ କେନ୍ଦ୍ର ସରକାରଙ୍କର ଏକ ଯୋଜନା ଯାହାର ସଂପୂର୍ଣ୍ଣ ଅର୍ଥ ଭାରତ ସରକାରଙ୍କ ଦ୍ୱାରା ଯୋଗାଇ ଦିଆଯାଇଥାଏ । ଏହି ଯୋଜନାର ଉଦ୍ଦେଶ୍ୟ ହେଲା, ସାଂସାଦମାନଙ୍କୁ ମୁଖ୍ୟତଃ ନିଜ ନିଜର ନିର୍ବାଚନ ମଣ୍ଡଳୀର ବିକାଶ କାର୍ଯ୍ୟକୁ ସୁପାରିଶ କରିବା ନିମନ୍ତେ ସକ୍ଷମ କରିବା । ଏହା ଅଧୀନରେ ପାନୀୟ ଜଳ, ପ୍ରାଥମିକ ଶିକ୍ଷା, ସାର୍ବଜନୀନ ସ୍ୱାସ୍ଥ୍ୟ, ସ୍ୱଚ୍ଛତା ଏବଂ ସଡ଼କ ଭିତ୍ତିଭୂମି ଇତ୍ୟାଦି କ୍ଷେତ୍ରରେ ତଥା ସାର୍ବଜନୀନ ଭିତ୍ତିଭୂମି ଉପରେ ବିଶେଷ ଭାବେ ଦୃଷ୍ଟି ଦିଆଯିବ ।

ଅଧିକ ପଢନ୍ତୁ ଓଡ଼ିଶା ଖବର

More About the Author

Abinash is a passionate digital marketing specialist. He is digitally savvy and loves to learn new things about the world of digital technology useful information.

Total Views: 149Word Count: 145See All articles From Author

Add Comment

General Articles

1. In7 App Download: A Complete Guide To In7 Games Online
Author: neetu

2. The Train That Never Stopped – वह ट्रेन जो कभी नहीं रुकी
Author: Divem Sharma

3. Forging Ingots Vs Continuous Cast Billets: Which One Should Your Forging Shop Actually Buy?
Author: Kesari Alloys

4. Pm Surya Ghar Subsidy Amount For Residential Solar Installations
Author: Zrn Solar

5. 5 Powerful Health Benefits Of Including Fish In Your Diet
Author: meatgenie

6. Hotel Competitive Pricing Analysis Across Major Otas
Author: Travel Scrape

7. How Data Science Courses Help Learners Build A Strong Foundation
Author: Vaishnavi

8. Eco Friendly Ganesha Idols - Ganesh Chaturthi 2026 Collection
Author: Satvik

9. Taobao Brand-store Data Collection For An Eu Client
Author: Actowiz Solution

10. Top Bpo Project Provider In India: Why Businesses Choose Zoetic Bpo Services
Author: kajal

11. 10 Essential Features To Look For In A Work Management App
Author: Rohit Yadav

12. Key Properties Of Monel 400 Flanges You Should Know
Author: Ashish

13. Why Digital Gold Is Changing The Way Indians Own Gold
Author: Gold Bites

14. Gold Sip For Beginners: A Simple Way To Start Saving In Gold
Author: Gold Bites

15. Boost Local Search Visibility Through Professional Locksmith Seo Services And Local Seo For Locksmiths Success
Author: Rebecca Smith

Login To Account
Login Email:
Password:
Forgot Password?
New User?
Sign Up Newsletter
Email Address: