123ArticleOnline Logo
Welcome to 123ArticleOnline.com!
ALL >> General >> View Article

ଶ୍ରୀଲଙ୍କାରେ ହେବାକୁ ଥିବା ମ୍ୟାଚ୍‌ରେ ଖେଳିବେନି ରୋହିତ ଶର୍ମା, ବିରାଟ କୋହଲି ଏବଂ ବୁମରା!

Profile Picture
By Author: Argus News
Total Articles: 470
Comment this article
Facebook ShareTwitter ShareGoogle+ ShareTwitter Share

ଅର୍ଗସ ବ୍ୟୁରୋ: ରୋହିତ ଶର୍ମାଙ୍କ ନେତୃତ୍ୱରେ ଟିମ୍ ଇଣ୍ଡିଆ ଟି-୨୦ ବିଶ୍ୱକପ୍ ଜିତିସାରିଛି । ଆଉ ବିଶ୍ୱକପ୍ ଜିତିସାରିବା ପରେ ଏବେ ଦଳର ୧୨ ଜଣ ଖେଳାଳି ବିଶ୍ରାମ ନେଉଛନ୍ତି । ଅନ୍ୟପଟେ ଶୁଭମନ୍ ଗିଲଙ୍କ ନେତୃତ୍ୱରେ ଏକ ଯୁବ ଟିମ ଜିମ୍ବାୱେ ବିପକ୍ଷରେ ସିରିଜ୍ ଖେଳୁଛି । ଯେଉଁଠି ଦଳ ୫ଟି ଟି-୨୦ ମ୍ୟାଚ୍ ଖେଳିବ। ତେବେ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଜିମ୍ବାୱେ ବିପକ୍ଷ ସିରିଜ୍ ପରେ ଟିମ୍ ଇଣ୍ଡିଆ ଶ୍ରୀଲଙ୍କା ଗସ୍ତରେ ଯିବ । ଆଉ ସେଠାରେ ୩ଟି ଦିନିକିଆ ଏବଂ ୫ଟି ଟି-୨୦ ମ୍ୟାଚ୍ ଖେଳିବ । ଆଉ ଏହି ଗସ୍ତରେ ଦଳର ଦାୟିତ୍ବ କିଏ ସମ୍ଭାଳିବ ତାହାକୁ ନେଇ ଚର୍ଚ୍ଚା ବଢ଼ିଛି ।

କୁହାଯାଉଛି ଏହି ସିରିଜ୍ ପାଇଁ ରୋହିତ ଶର୍ମା, ବିରାଟ କୋହଲି ଏବଂ ଯଶପ୍ରିତ ବୁମରାଙ୍କୁ ଦଳ ବିଶ୍ରାମ ଦେଇପାରେ । ଆଉ ତାଙ୍କ ସ୍ଥାନରେ କେ ଏଲ ରାହୁଲ ଏବଂ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଦଳର ଅଧିନାୟକ ଦାୟିତ୍ୱ ମିଳିପାରେ । ଶ୍ରୀଲଙ୍କା ବିପକ୍ଷ ଏହି ସିରିଜରେ ସିଲେକ୍ଟର ଉଭୟ ଫର୍ମାଟ ପାଇଁ ଭିନ୍ନ ଭିନ୍ନ ଅଧିନାୟକ ଦେଇପାରେ । ଦିନିକିଆରେ ସମ୍ଭବତଃ କେ ଏଲ ରାହୁଲ, ଟି-୨୦ରେ ହାର୍ଦ୍ଦିକ ପାଣ୍ଡ୍ୟା ଦଳର ନେତୃତ୍ୱ ନେଇପାରନ୍ତି ।

ସୂଚନାଯୋଗ୍ୟ ଯେ, ଆସନ୍ତା ସେପ୍ଟେମ୍ବରରୁ ଜାନୁଆରୀ ଭିତରେ ଟିମ୍ ଇଣ୍ଡିଆ ୧୦ଟି ଟେଷ୍ଟ ମ୍ୟାଚ୍ ଖେଳିବାକୁ ଯାଉଛି । ଯେଉଁଥିପାଇଁ ଏବେଠୁ ଗେମ୍ ପ୍ଲାନ୍ ପ୍ରସ୍ତୁତ ହେଲାଣି । ଏହି ୧୦ଟି ଟେଷ୍ଟ ପରେ ଦଳ ଚାମ୍ପିୟନ୍ସ ଟ୍ରଫି ମଧ୍ୟ ଖେଳିବ।

ଅଧିକ ପଢ଼ନ୍ତୁ କ୍ରୀଡ଼ା ଖବର

More About the Author

Abinash is a passionate digital marketing specialist. He is digitally savvy and loves to learn new things about the world of digital technology useful information.

Total Views: 188Word Count: 162See All articles From Author

Add Comment

General Articles

1. In7 App Download: A Complete Guide To In7 Games Online
Author: neetu

2. The Train That Never Stopped – वह ट्रेन जो कभी नहीं रुकी
Author: Divem Sharma

3. Forging Ingots Vs Continuous Cast Billets: Which One Should Your Forging Shop Actually Buy?
Author: Kesari Alloys

4. Pm Surya Ghar Subsidy Amount For Residential Solar Installations
Author: Zrn Solar

5. 5 Powerful Health Benefits Of Including Fish In Your Diet
Author: meatgenie

6. Hotel Competitive Pricing Analysis Across Major Otas
Author: Travel Scrape

7. How Data Science Courses Help Learners Build A Strong Foundation
Author: Vaishnavi

8. Eco Friendly Ganesha Idols - Ganesh Chaturthi 2026 Collection
Author: Satvik

9. Taobao Brand-store Data Collection For An Eu Client
Author: Actowiz Solution

10. Top Bpo Project Provider In India: Why Businesses Choose Zoetic Bpo Services
Author: kajal

11. 10 Essential Features To Look For In A Work Management App
Author: Rohit Yadav

12. Key Properties Of Monel 400 Flanges You Should Know
Author: Ashish

13. Why Digital Gold Is Changing The Way Indians Own Gold
Author: Gold Bites

14. Gold Sip For Beginners: A Simple Way To Start Saving In Gold
Author: Gold Bites

15. Boost Local Search Visibility Through Professional Locksmith Seo Services And Local Seo For Locksmiths Success
Author: Rebecca Smith

Login To Account
Login Email:
Password:
Forgot Password?
New User?
Sign Up Newsletter
Email Address: