123ArticleOnline Logo
Welcome to 123ArticleOnline.com!
ALL >> General >> View Article

କୋଲକାତା ଡାକ୍ତରୀ ଛାତ୍ରୀ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ତେଜୁଛି ଅସନ୍ତୋଷ

Profile Picture
By Author: Argus News
Total Articles: 470
Comment this article
Facebook ShareTwitter ShareGoogle+ ShareTwitter Share

ଅର୍ଗସ ବ୍ୟୁରୋ: କୋଲକାତା ଡାକ୍ତରୀ ଛାତ୍ରୀ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ତେଜୁଛି ଅସନ୍ତୋଷ । ଆଜି ସର୍ବଭାରତୀୟ ରେସିଡେଣ୍ଟ ଡାକ୍ତର ସଂଘ ପକ୍ଷରୁ ସାରାଦେଶରେ ଆନ୍ଦୋଳନ କରାଯାଉଛି । RG କର ମେଡିକାଲ କଲେଜ ପ୍ରିନ୍ସିପାଲଙ୍କୁ ହଟାଇବା ଏବଂ କେନ୍ଦ୍ରୀୟ ସୁରକ୍ଷା ଆଇନ କମିଟି ଗଠନ ପାଇଁ ଦାବି ରଖିଛି FORDA । ସେପଟେ ଜୁନିୟର ଡାକ୍ତର ରାଜ୍ୟବ୍ୟାପୀ ବିରୋଧ ପ୍ରଦର୍ଶନ ସହ ଆଜିଠୁ ଜରୁରୀକାଳୀନ ସେବା ବନ୍ଦ ରଖିଛନ୍ତି । ମୃତ ଛାତ୍ରୀଙ୍କ ପରିବାରକୁ ଉପଯୁକ୍ତ ଅନୁକମ୍ପା ରାଶି ପ୍ରଦାନ ସହ ଘଟଣାର ତଦନ୍ତ କରି ଦୋଷୀକୁ କଠୋର ଦଣ୍ଡ ଦେବା ସହ ସମସ୍ତ ଡାକ୍ତରଙ୍କୁ ସୁରକ୍ଷା ଯୋଗାଇବାକୁ ଦାବି କରିଛି ଡାକ୍ତର ସଂଘ ।

ଘଟଣାରେ ସଞ୍ଜୟ ରାୟ ନାମକ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ । ପଶ୍ଚିମବଙ୍ଗ ସରକାରଙ୍କ ଅଧିନରେ ଥିବା ଏହି ହସ୍ପିଟାଲରେ ସଞ୍ଜୟ ଜଣେ ସିଭିକ୍ ଭଲ୍ୟୁଣ୍ଟର ଭାବେ କାମ କରୁଥିଲା । ସେହି କାରଣରୁ ହସ୍ପିଟାଲ ଭିତରକୁ ତାର ଅବାଧ ପ୍ରବେଶ ଥିଲା । ଘଟଣା ଦିନ ସଂଜୟ ଅଶ୍ଳୀଳ ଫିଲ୍ମ ଦେଖିବା ପରେ ପୈଶାଚିକ କାଣ୍ଡ ଘଟାଇଥିବା ପୋଲିସ ଜାଣିବାକୁ ପାଇଛି । ଅପରପକ୍ଷେ ଘଟଣାରେ ପଶ୍ଚିମବଙ୍ଗ ସରକାର ମେଡିକାଲ କଲେଜ ସୁପରିନ୍‌ଡେଣ୍ଟଙ୍କୁ ପଦରୁ ହଟାଇଦେଇଛନ୍ତି । ଏଥିସହ ଫିଜିଓଲଜି ପ୍ରଫେସର ଡକ୍ଟର ବୁଲବୁଲ ମୁଖପାଧ୍ୟାୟଙ୍କୁ ନୂଆ ସୁପରିଟେଣ୍ଡେଣ୍ଟ କମ୍ ଭାଇସ୍-ପ୍ରିନ୍ସିପାଲ ଭାବେ ନିଯୁକ୍ତ କରିଛନ୍ତି ।

ଅଧିକ ପଢ଼ନ୍ତୁ ଦେଶ ଖବର:

More About the Author

Abinash is a passionate digital marketing specialist. He is digitally savvy and loves to learn new things about the world of digital technology useful information.

Total Views: 186Word Count: 150See All articles From Author

Add Comment

General Articles

1. How Tourism Businesses Can Attract More Travelers Through Online Marketing
Author: Bloom Agency

2. How Digital Marketing Helps Tourism Businesses Grow Online
Author: Bloom Agency

3. On & On Diabalife
Author: sandip gurav

4. 3 Bhk Flats In Zirakpur: Is It Right For Your Family?
Author: General

5. Cism Exam Requirements: Eligibility, Experience, And Certification Guide
Author: Cert Grow

6. Pourquoi Choisir Des Voyages Organisés En Odisha Pour Découvrir L’inde Authentique ?
Author: UTTAM

7. Best Ai Floor Plan Generator Tools For Creating Custom House Plans
Author: venkateshvenky432

8. Pen-210 Wireless Vulnerability Assessment Training
Author: Oscptraining Seo

9. Jungle Book Online Vs Lotus365 And Diamond Exchange Comparison Guide 2026
Author: Cricket Exchange Insights

10. Kv School Uniform Price: A Guide For Parents And Bulk Buyers
Author: Nitin Bhandari

11. Spearmint Oil Supplier: What Bulk Buyers Should Check Before Ordering
Author: Nitin Bhandari

12. Top Fencing Material Distributors In Andhra Pradesh For Bulk Requirements
Author: venkateshvenky432

13. Innovative Marketing Ideas To Increase Student Admissions
Author: Bloom Agency

14. Grow Your Education Business With Effective Student Recruitment Strategies
Author: bloom agency

15. Chamber Rental For Ev Supplier Qualification: Meeting Oem Deadlines Without Capex Delay
Author: indeecon

Login To Account
Login Email:
Password:
Forgot Password?
New User?
Sign Up Newsletter
Email Address: